ତାଳଚେର :-
ତାଳଚେର PMIT ପରିସର ରେ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ତିନୋଟି ଆମ୍ବୁଲାନ୍ସ ଓ ଗୋଟିଏ ଶବ ବାହକ ଗାଡି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ଙ୍କ ଦ୍ଵାରା ଉଦଘାଟନ କରାଯାଇଛି। ବସନ୍ତ ମଞ୍ଜରୀ ପ୍ରଧାନ, ଟ୍ରଷ୍ଟର ଚେୟାରମ୍ୟାନ ଶ୍ରୀମତୀ ମୃଦୁଳା ପ୍ରଧାନ ,ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ ,ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି, ବିଜେପି ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଏବଂ ଅଗସ୍ତି ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।
ଅନୁଗୋଳ ଜିଲ୍ଲା ତାଳଚେର ପ୍ରଦିପ କୁମାର ମହାରଣା ଙ୍କ ରିପୋର୍ଟ