Type Here to Get Search Results !

ବିଜେଡି ତରଫରୁ ଜୋନ ସ୍ତରୀୟ କର୍ମଶାଳା ଅନୁଷ୍ଠିତ


ଧାମନଗର :-

ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀର ଧାମନଗର ଜୋନ କଲ୍ୟାଣି ଠାରେ ଜୋନ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଧର୍ମଶାଳା ବିଧାୟକ ତଥା ଭଦ୍ରକ ଜିଲ୍ଲା ର ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ପ୍ରଣବ ବଳବନ୍ତରାୟ(ଜିତୁ ଭାଇ), ଭଦ୍ରକ ବିଧାୟକ ଶ୍ରୀଯୁକ୍ତ ସଞ୍ଜୀବ ମଲ୍ଲିକ,ଧାମନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ କୁମାର ନାୟକ, ଯାଜପୁର ଜିଲ୍ଲା ବିଜୁ ଜନତା ଦଳର ସଭାପତି ତଥା ଧାମନଗର ବ୍ଲକ ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ସରୋଜ ମହାପାତ୍ର (ଲୁଟୁ ଭାଇ), ଧାମନଗର ବ୍ଲକ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ଉମେଶ ଚନ୍ଦ୍ର ମହାନ୍ତି, ଧାମନଗର ବ୍ଲକ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀଯୁକ୍ତ ଭାରତବିଜୟ ଦଳେଇ, ସମ୍ପାଦକ ବିଜୁ ଜନତା ଦଳ ଭଦ୍ରକ ଶ୍ରୀଯୁକ୍ତ ହରେକୃଷ୍ଣ ପାଢ଼ୀ , ଶ୍ରୀଯୁକ୍ତ ପ୍ରଦୀପ କୁମାର ମଲ୍ଲିକ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ତଥା ସାଂସଦ ପ୍ରତିନିଧି ଶ୍ରୀଯୁକ୍ତ ନାରାୟଣ ଚନ୍ଦ୍ର ସାହୁ, ଶ୍ରୀଯୁକ୍ତ ଶରତ କୁମାର ମହାନ୍ତି,ବିଦ୍ୟାଧର ରାଉତ ଙ୍କ ସମେତ ବହୁ ନେତୃମଣ୍ଡଳୀ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ। ଧାମନଗର ରୁ କାହ୍ନୁ ଚରଣ ଜେନା ଙ୍କ ରିପୋର୍ଟ

Post a Comment

0 Comments
* Please Don't Spam Here. All the Comments are Reviewed by Admin.