Type Here to Get Search Results !

ହଷ୍ଟେଲ ଛାତରୁ ଖସି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ

 

ବଲାଙ୍ଗୀର :-

 ହଷ୍ଟେଲ ଛାତରୁ ଖସି ଡାକ୍ତରୀ ଛାତ୍ର ମୃତ। ବଲାଙ୍ଗିର ମେଡିକାଲ କଲେଜ ହଷ୍ଟେଲ ଛାତରୁ ପଡ଼ି ପ୍ରଥମ ବର୍ଷ MBBS ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ହରିୟାଣାର ନିଶାନ୍ତ କୁମାର। ସେ ନ୍ୟୁ ବଏଜ୍ ହଷ୍ଟେଲରେ ରହୁଥିଲେ। ଦୁର୍ଘଟଣା ନା ଅନ୍ୟ କାରଣରୁ ଛାତରୁ ଖସିପଡ଼ିଲେ ତାହା ଜଣାପଡ଼ିନି। ବଲାଙ୍ଗୀର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠେଇଚି। ଶବ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣା ପଡ଼ିବ ବୋଲି ପୋଲିସ ପ୍ରକାଶ କରିଛି। ବଲାଙ୍ଗୀର ଜିଲ୍ଲାରୁ  ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ।

Post a Comment

0 Comments
* Please Don't Spam Here. All the Comments are Reviewed by Admin.