Type Here to Get Search Results !

ଶାଶୁ ଓ ବୋହୂଙ୍କୁ ଗଳାକାଟି ହତ୍ୟା


ତୁଷୁରା :-

  ବଲାଙ୍ଗୀର ଜିଲ୍ଲାର ତୁଷୁରା ଥାନା ଅନ୍ତର୍ଗତ ନୁଆଁପଡା ଗ୍ରାମରେ ଶାଶୁ ଓ ବୋହୂଙ୍କୁ ଗଳାକାଟି ହତ୍ୟା । ଘର ଭିତରେ ୨ ମହିଳାଙ୍କ ଗଳାକଟା ମୃତଦେହ ଠାବ ହୋଇଛି । ବଲାଙ୍ଗିର ତୁଷୁରା ଥାନା ନୂଆପଡ଼ା ଗାଁରେ ଘର ଭିତରୁ ଉଭୟ ଶାଶୁ ଓ ବୋହୂଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଉଭୟ ମୃତକ ସମ୍ପର୍କରେ ଶାଶୁ-ବୋହୂ ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି । ତେବେ କିଏ, କାହିଁକି ହତ୍ୟା କରିଛି ତାହା ଅସ୍ପଷ୍ଟ ରହିଛି । ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ।

Post a Comment

0 Comments
* Please Don't Spam Here. All the Comments are Reviewed by Admin.