ଅନୁଗୁଳ :-
ଓଡିଶା ବିଧାନସଭାର ନୂତନ ବାଚସ୍ପତି ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ମହୋଦୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇ ଦାୟିତ୍ଵ ଗ୍ରହଣ କରିବାପରେ ବିଧାନସଭା କାର୍ଯ୍ୟାଳୟ ଠାରେ ମୁଖ୍ୟ ସଚେତକ ତଥା ଅନୁଗୁଳ ଜିଲ୍ଲାର ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ପ୍ରଶାନ୍ତ ମୁଦୁଲି, ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ, ମାନ୍ୟବର ବିଧାୟକ ଛେଣ୍ଡିପଦା ଶ୍ରୀଯୁକ୍ତ ସୁଶାନ୍ତ ବେହେରା, ମାନ୍ୟବର ବିଧାୟକ ଆଠମଲ୍ଲିକ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ସାଏ ଓ ମାନ୍ୟବର ବିଧାୟକ ପାଳଲହଡା ଶ୍ରୀମାନ ମୁକେଶ ପାଲ ମହୋଦୟ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଅନୁଗୁଳ ରୁ ପ୍ରଦିପ କୁମାର ମହାରଣା ଙ୍କ ରିପୋର୍ଟ

