Type Here to Get Search Results !

ବିଜୁ ଜନତା ଦଳ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳନ

 


ତାଳଚେର :-

ତାଳଚେର ବିଜୁ ଜନତା ଦଳ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି।ଏହି ଅବସରରେ ମଣ୍ଡାପଳ ସ୍ଥିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ସହ ସ୍ମୃତିସଭା , ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରାଯାଇଛି ଏବଂ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଆଜିଠାରୁ ଏକ ମାସ ଧରି ହେବାକୁ ଥିବା ଜନସମ୍ପର୍କ ପଦଯାତ୍ରା କୁ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ ଢ଼େଙ୍କାନାଳ ଶ୍ରୀଯୁକ୍ତ ମହେଶ ସାହୁ, ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ, ବିଜୁ ଯୁବ-ଛାତ୍ର,   ମହିଳା ଦଳର ପଦାଧିକାରୀ ଓ ବହୁ କର୍ମକର୍ତ୍ତା ଯୋଗ ଦେଇଥିଲେ। ଅନୁଗୋଳ ଜିଲ୍ଲା ତାଳଚେର ପ୍ରଦିପ କୁମାର ମହାରଣା ଙ୍କ ରିପୋର୍ଟ 

Post a Comment

0 Comments
* Please Don't Spam Here. All the Comments are Reviewed by Admin.