Type Here to Get Search Results !

ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ ଏପିଓ ସୁଶାନ୍ତ ଦାସ


କଣ୍ଟାବାଞ୍ଜି :-

ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକର ଏପିଓ ସୁଶାନ୍ତ ଦାସ । ଜଣଙ୍କ ବିଲ କରିବାକୁ ୪୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରପଡିଛନ୍ତି ସୁଶାନ୍ତ। ଏହାପରେ ବଙ୍ଗୋମୁଣ୍ଡା ଅସୁଲ୍ହା ଗାଁରେ ଥିବା ତାଙ୍କର ବାସଭବନ ଓ ମୁରିବାହାଲ ବ୍ଲକ କାର୍ଯ୍ୟଳୟରେ ବରଗଡ଼ ଭିଜିଲାନ୍ସ ଟିମର ଚଢାଉ କରିଛି। ବରଗଡ଼ ଭିଜିଲାନ୍ସ ଡିଏସପି ସତ୍ୟବାନ୍ ମହାନନ୍ଦଙ୍କ ନେତୃତ୍ବରେ ଭିଜିଲାନ୍ସ ଟିମର ଚଢାଉ କରିଥିଲା । ବଲାଙ୍ଗିର ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ 

Post a Comment

0 Comments
* Please Don't Spam Here. All the Comments are Reviewed by Admin.