Type Here to Get Search Results !

ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ

 


ବଲାଙ୍ଗିର :-

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଏହି ପରିପ୍ରେକ୍ଷୀରେ ଟାଉନ ଥାନାଠାରେ ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ତେବେ ଏହି ପ୍ରକଳ୍ପ ପାଇଁ ୧ କୋଟି ୨୦ ଲକ୍ଷ ଟଙ୍କାର ଅନୁଦାନ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲାପାଳ ଚଞ୍ଚଳ ରାଣା, ଏସ୍‌ପି ନୀତିନ କୁଶଲକର, ପରିଷଦ ନିର୍ବାହୀ ଅଧିକାରୀ ଅଜିତ କୁମାର ମିଶ୍ର, ପୌରାଧ୍ୟକ୍ଷା ଲିକା ସାହୁ, ପୂର୍ବତନ ସାଂସଦ କଳିକେଶ ସିଂଦେଓ, ନିର୍ବାହୀ ଅଧିକାରୀ ସାମିରେଡ୍ଡି ଜୟଶ୍ରୀ, ଏସ୍‌ଡିପିଓ ତୋଫାନ ବାଗଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ 

Post a Comment

0 Comments
* Please Don't Spam Here. All the Comments are Reviewed by Admin.