Type Here to Get Search Results !

ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ

 


ଭୁବନେଶ୍ୱର :-

 ଆଜି ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ ଓ ମୂୟରଭଞ୍ଜ ଲୋକସଭା ଆସନ ସହ ଏହି ସଂସଦୀୟ କ୍ଷେତ୍ରର ୪୨ ବିଧାନସଭା ଆସନରେ ଆଜି ପଡିବ ଭୋଟ । ତେବେ ପ୍ରଚଣ୍ଡ ତାତି ଓ ଅସହ୍ୟ ଗୁଳଗୁଳି ଭିତରେ ମତଦାନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ରାଜ୍ୟର ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପୋଲିସ ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିସାରିଛନ୍ତି ପୋଲିସ ମହାନିର୍ଦ୍ଦେଶକ । ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ୧୦ ହଜାର, ୮୮୨ ବୁଥରେ ମତଦାନ ଗ୍ରହଣ କରାଯିବ

Tags

Post a Comment

0 Comments
* Please Don't Spam Here. All the Comments are Reviewed by Admin.