ଚନ୍ଦ୍ରବାବୁ ନାଇଡୁ ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ମନ୍ତ୍ରୀ ଜେପି ନାଡ୍ଡା ଏବଂ ସଞ୍ଜୟ କୁମାର ଯୋଗଦେବାର ସମ୍ଭାବନା ରହିଛି ।
TRO 24 NEWS
June 12, 2024
0