ଭୁବନେଶ୍ୱର :-
ଭୁବନେଶ୍ୱରରେ ପହଞ୍ଚିଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ମୁଖ୍ୟ ଶାସନ ଭାବେ ତାଙ୍କ ନାଁ ଘୋଷଣା ହେବା ପରେ ଆଜି ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ପହଞ୍ଚିିଛନ୍ତି । ଆଜି ଅପରାହ୍ନରେ ସେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି ।
ଆଜି ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଶେଷ ହେଉଛି ।


