ଭୁବନେଶ୍ୱର:-
ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀ ପାଇକରାୟ ଇସ୍ତଫା ଦେଇଛନ୍ତି। ଆଇଏମ୍ଏସ୍ଏମ୍ଇ ବିଭାଗକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସେ ୨ ଥର ସଭାପତି ଦାୟିତ୍ୱରେ ଥିଲେ। ପ୍ରଥମେ ୩୧ ଅଗଷ୍ଟ ୨୦୧୯ରୁ ୫ ଜୁନ ୨୦୨୨ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ।