ଲଦାଖ: ଲଦାଖରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ଟ୍ୟାଙ୍କ କ୍ରସିଂ ସମୟରେ ଭାରତୀୟ ସେନା ଏକ ବଡ଼ ବିପଦର ସାମ୍ନା କରିଛି। ଦୌଲତବେଗ ଓଲ୍ଡି ଅଞ୍ଚଳରେ ସେନାର ଯବାନ ଟ୍ୟାଙ୍କ ଅଭ୍ୟାସ କରୁଥିବା ବେଳେ ନଦୀରେ ଅଚାନକ ଜଳସ୍ତର ବଢିଥିଲା । ଜଳସ୍ତର ବଢିବା କାରଣରୁ କିଛି ଟ୍ୟାଙ୍କ୍ ନଦୀରେ ଭାସି ଯାଇଛି । ଏହି ଦୁର୍ଘଟଣାରେ ସେନାର କିଛି ଯବାନ ସହିଦ ହୋଇଥିବା ଆଶଙ୍କା କରାଯାଉଛି ।


