Type Here to Get Search Results !

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

 



ଭୁବନେଶ୍ୱର:-

(ରିପୋଟର୍ସ ପେନ୍‌): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ରୀ ଭଣ୍ଡାରେ ୨୦୦୭ରୁ ୨୦୧୩ ଯାଏ ଓଡ଼ିଶାର ରାଜ୍ୟପାଳ ଥିଲେ। ମହାରାଷ୍ଟ୍ର କଂଗ୍ରେସର ଏହି ବରିଷ୍ଠ ରାଜନେତା ୩ଥର ସାଂସଦ ହୋଇଥିଲେ। ସେ ସୁପ୍ରିମ୍‌ କୋର୍ଟର ଆଇନ୍‌ଜୀବୀ ମଧ୍ୟ ରହିଥିଲେ।

ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।

Post a Comment

0 Comments
* Please Don't Spam Here. All the Comments are Reviewed by Admin.