Type Here to Get Search Results !

ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ

 


ଭୁବନେଶ୍ୱର :-

ରାଜ୍ୟରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୧୬ ଜଣଙ୍କ ଭିତରେ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ ବିଭାଗ ମିଳିଥିବା ବେଳେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କୁ କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି ବିଭାଗ ଓ ପ୍ରଭାତି ପରିଡାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ମିଳିଛି ।

ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ : ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)

ଉପମୁଖ୍ୟମନ୍ତ୍ରୀ…

୧-କନକ ବର୍ଦ୍ଧନ ସିଂହ ଦେଓ : କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି

୨-ପ୍ରଭାତୀ ପରିଡ଼ା : ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ…

୧-ସୁରେଶ ପୂଜାରୀ : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨-ରବି ନାରାୟଣ ନାୟକ : ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩-ନିତ୍ୟାନନ୍ଦ ଗଣ୍ଡ : ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪-କୃଷ୍ଣଚନ୍ଦ୍ର ପାତ୍ର : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫-ପୃଥ୍ୱୀରାଜ ହରିଚନ୍ଦନ : ଆଇନ୍‌, ପୂର୍ତ୍ତ ଓ ଅବକାରୀ
୬ - ମୁକେଶ ମହାଲିଙ୍ଗ : ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭-ବିଭୁତି ଭୁଷଣ ଜେନା : ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮-ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର : ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ…

୧- ଗଣେଶ ରାମ ସିଂ ଖୁଣ୍ଟିଆ : ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨-ସୂର୍ୟ୍ୟବଂଶୀ ସୂରଜ : ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩-ପ୍ରଦୀପ ବଳସମାନ୍ତ : ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪- ଗୋକୁଳାନନ୍ଦ ମଲ୍ଲିକ : ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫-ସମ୍ପଦ ସ୍ୱାଇଁ : ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Post a Comment

0 Comments
* Please Don't Spam Here. All the Comments are Reviewed by Admin.