ଭୁବନେଶ୍ୱର :-
ଆଜି ରାଜ୍ୟ ନୂତନ ମନ୍ତ୍ରୀ ମଣ୍ଡଳ ରେ ବିଭାଗ ବଣ୍ଟନ ହୋଇଯାଇଛି। ତେବେ ଆସନ୍ତୁ ଜାଣିବା କାହାକୁ କେଉଁ ବିଭାଗ ମିଳିଛି :-
ମୁଖ୍ୟମନ୍ତ୍ରୀ :-
ଶ୍ରୀ ମୋହନ ଚରଣ ମାଝି - ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସମ୍ପଦ , ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)
ଉପମୁଖ୍ୟମନ୍ତ୍ରୀ :-
୧) କନକ ବର୍ଦ୍ଧନ ସିଂହ ଦେଓ - କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି
୨) ପ୍ରଭାତୀ ପରିଡ଼ା - ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ
କ୍ୟାବିନେଟ୍ ମନ୍ତ୍ରୀ :-
୧) ସୁରେଶ ପୂଜାରୀ - ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ - ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ - ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର - ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ - ଆଇନ୍, ଆଇନ ଓ ପୂର୍ତ୍ତ ଓ ଅବକାରୀ ବିଭାଗ
୬) ଡ. ମୁକେଶ ମହାଲିଙ୍ଗ - ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୂତି ଭୂଷଣ ଜେନା - ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର - ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ
ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ:-
୧) ଗଣେଶ ରାମ ସିଂ ଖୁଣ୍ଟିଆ - ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ - ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସମାନ୍ତ - ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ - ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ - ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା