ବଲାଙ୍ଗୀର:-
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗେର ବଲାଙ୍ଗିର ଲୋୟର ସୁକତେଲ ମୁଖ୍ୟ ନୀର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଏକକାଳୀନ ୯ଟି ଜାଗାରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ବର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିର ବାସଭବନ ଓ ଅଫିସରେ ଚଢ଼ାଉ ହୋଇଛି।
ସୂଚନାଥାଉ କି, ଭୁବନେଶ୍ବରର ନୀଳାଦ୍ରି ବିହାରର ୩ ମହଲା ଘରେ ରେଡ ହୋଇଛି।


