ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ଘଟଣାରେ ରାଜ୍ୟ ସରକାରଙ୍କୁ କଡ଼ା ନିନ୍ଦା କରିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ। ୭ ତାରିଖରୁ ଘଟଣା ଘଟି ଅଭିଯୋଗ ହୋଇଥିଲେ ସୁଦ୍ଧା ବର୍ତ୍ତମାନ ଯାଏ ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ସରକାରଙ୍କୁ ସମାଲୋଚନା କରିଛନ୍ତି ସୁର।

.jpeg)
