Type Here to Get Search Results !

ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା: ରେଳ ଧାରଣାରୁ ଖସିଲା ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସର ୫ ବଗି

 


ଗୋଣ୍ଡା:- 

ଚଣ୍ଡିଗଡ଼-ଡିବ୍ରୁଗଡ ଏକ୍ସପ୍ରେସର ପାଞ୍ଚଟି ବଗି ଗୁରୁବାର ୟୁପିର ଗୋଣ୍ଡାଠାରେ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ଅନେକ ଲୋକ ଆହତ ହୋଇଥିବା କୁହାଯାଉଛି। ରେଳବାଇ ଏବଂ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ଅନ୍ୟ ପକ୍ଷରେ ଦୁର୍ଘଟଣା ର କାରଣ ଖୋଜିବା ପାଇଁ ରେଳବାଇ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବ୍ୟୁରୋ ରିପୋର୍ଟ



Tags

Post a Comment

0 Comments
* Please Don't Spam Here. All the Comments are Reviewed by Admin.