ଭୁବନେଶ୍ୱର :-
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମ ଧରଣ ବର୍ଷା ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୧୯ରୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିବ।

.jpeg)
