ବରଗଡ଼:-
ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସର୍ବାଧିକ ୨୩ଥର କଂସ ମହାରାଜ ଅଭିନୟ କରିଥିବା ଗୋପାଳ ସାହୁ ଓରଫ୍ ଏଲି ଆଉ ନାହାନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି। ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା। ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ସେ ଥିଲେ ଏବଂ ଅସୁସ୍ଥତା ଅନୁଭବ କରିଥିଲେ।

.jpeg)
