Type Here to Get Search Results !

ବିଚ୍‌ ରାସ୍ତାରେ ଯୁବକଙ୍କୁ ଖଣ୍ତାରେ ହାଣି ନିର୍ମମ ହତ୍ୟା

 


ଖୋର୍ଦ୍ଧା:-

ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳ ବଜାରରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ବିଚ୍ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା କିଛି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ମୃତକ ଯୁବକ ମୁକୁନ୍ଦପ୍ରସାଦ ଗାଁର ବୋଲି ଜଣାପଡିଛି। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି।

ଏହି ଆକ୍ରମଣରେ ସାଜିଦଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ହୋଇଥିଲା । ଗୁରୁତର ଅବସ୍ଥାରେ ସାଜିଦଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଛାନଭିନ୍ ଆରମ୍ଭ କରିଛି।

Post a Comment

0 Comments
* Please Don't Spam Here. All the Comments are Reviewed by Admin.