Type Here to Get Search Results !

ମାଲଦାର ଯନ୍ତ୍ରୀଙ୍କର ସମ୍ପତ୍ତି ଦେଖି ଭିଜିଲାନ୍ସ ଟେରା; ଯେତେ ଖୋଲିଲେ ସେତେ ବାହାରୁଛି...

 


ଯେତେ ଖୋଲିଲେ ସେତେ ବାହାରୁଛି। ଭିଜିଲାନ୍ସ ରେଡରୁ ଫିଟୁଛି ମାଲଦାର ଯନ୍ତ୍ରୀଙ୍କର ସମ୍ପତ୍ତି ପେଡି। OBCC ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ ରଥଙ୍କର ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜବୁ। କୋଟିଏ ୩୮ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ମିଳିଛି।

ବାବୁଙ୍କର ମାଳ ମାଳ ପ୍ଲଟ ଓ ଏକାଧିକ ଫ୍ଲାଟ ରହିଛି। ୪୨ଟି ପ୍ଲଟ୍ ଠାବ ହୋଇଛି।

ଯେଉଁଥିରୁ କେବଳ ଯାଜପୁରରେ ରହିଛି ୩୨ଟି। ଭୁବନେଶ୍ବରରେ ବିଳାସପୂର୍ଣ୍ଣ ବଙ୍ଗଳା ଓ ୨ଟି ଫ୍ଲାଟ୍ ଥିବା ବେଳେ ଭଦ୍ରକରେ ୩ ମହଲା କୋଠା ରହିଛି।



Post a Comment

0 Comments
* Please Don't Spam Here. All the Comments are Reviewed by Admin.