ହରିଚନ୍ଦନପୁର:-
କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ କୁଲାଢ଼ାଙ୍କୁଣି ଗାଁରେ ନିକଟରେ ପୁଲିସ ଉପରକୁ ଗୋରୁ ମାଫିଆଙ୍କ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଏଣେ ପୁଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚାଳନା କରାଯାଇଥିଲା। ଏଥିରେ ଆରିଫ ଖାନ୍ ନାମକ ଜଣେ ଗୋରୁ ମାଫିଆ ଗୁରୁତର ହୋଇଛନ୍ତି। ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି।

.jpeg)