ଓ୍ବେଷ୍ଟ ବ୍ୟାଙ୍କରେ ଶନିବାର ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍ରେ ହମାସ୍ କମାଣ୍ଡରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଇସ୍ଲାମିକ ଜିହାଦ ଯୋଦ୍ଧା ରହିଛନ୍ତି। ସେହିପରି ଅନ୍ୟ ଏକ ଆକ୍ରମଣରେ ୪ ଜଣ ବନ୍ଧୁକଧାରୀ ନିହତ ହୋଇଥିବା ଇସ୍ରାଏଲ୍ ସେନା ପକ୍ଷରୁ କୁହାଯାଇଛି। ଆତଙ୍କବାଦୀଙ୍କୁ ଟାର୍ଗେଟ କରି ଟୁଲ୍କାର୍ମ ସହର ନିକଟ ଜେଇଟା ସହରରେ ଏକ କାର୍ ଉପରେ ପ୍ରଥମ ଏୟାରଷ୍ଟ୍ରାଇକ୍ ହୋଇଥିତ୍ଲା।

.jpeg)
