Type Here to Get Search Results !

TMC ବିରୋଧରେ ସବୁଠୁ ବଡ଼ ଆନ୍ଦୋଳନ; ମୁଖ୍ୟମନ୍ତ୍ରୀଙ୍କ ଅଫିସ୍ ଘେରାଉ କରିବେ ୩୦ ହଜାର ଛାତ୍ରଛାତ୍ରୀ..

 


ଅଭୟାଙ୍କୁ ନ୍ୟାୟ ଦେବାକୁ ଆଜି ମମତାଙ୍କ ଗଡ଼ରେ ମହା ବିକ୍ଷୋଭ। ଟିଏମସି ସରକାର ବିରୋଧରେ ସବୁଠୁ ବଡ଼ ଆନ୍ଦୋଳନର ଡାକରା ଦେଇଛି ଛାତ୍ର ସଂଗଠନ । ଆଜି କୋଲକାତାରେ ବିଶାଳ ଜନ ସମାବେଶର ଡାକରା ଦେଇଛି ଛାତ୍ର ସମାଜ।

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍ 'ନବାନ୍ନ' ଘେରାଉ କରିବେ ୩୦ ହଜାରରୁ ଅଧିକ ଛାତ୍ରଛାତ୍ରୀ।

ବିନା କୌଣସି ରାଜନୈତିକ ବ୍ୟାନରରେ ଏହି ବିକ୍ଷୋଭର ଡାକରା ଦିଆଯାଇଛି। ପ୍ରଥମଥର ପାଇଁ ଏତେ ସଂଖ୍ୟାରେ ଲୋକେ ମମତା ସରକାର ବିରୋଧରେ ରାସ୍ତାକୁ ଓହ୍ଲାଇବେ। ଯାହାର ପ୍ରଭାବ ଏବେଠୁ ଦେଖା ଦେଲାଣି।

Post a Comment

0 Comments
* Please Don't Spam Here. All the Comments are Reviewed by Admin.